Masthead

ଖୋଲିଲା ହୀରାକୁଦର ୨ଟି ଗେଟ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଖୋଲିଲା ହୀରାକୁଦର ଦୁଇଟି ଗେଟ । ଜଳ ସ୍ତର ବଢୁଥିବାରୁ ଆଉ ୨ଟି ଗେଟ ଖୋଲାଯାଇଛି । ଜଳ ସ୍ତର ୬୨୯ ଦଶମିକ୍ ୫୮ ଫୁଟ୍ ରହିଛି । ଏବେ ମୋଟ ୧୨ଟି ଗେଟ ଦେଇ ଜଳ ନିଷ୍କାସିତ ହେଉଛି । ହୀରାକୁଦ୍ ଜଳ ଭଣ୍ଡାରକୁ ୧ ଲକ୍ଷ ୮୬ ହଜାର ୨୭୯ ଘନ ଫୁଟ୍ ଜଳ ପ୍ରବେଶ କରୁଥିବା ବେଳେ ୨ଲକ୍ଷ ୧୬ହଜାର ୭୯୪ ଘନଫୁଟ୍ ଜଳ ନିଷ୍କାସିତ ହେଉଛି ।

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ