Masthead

ପ୍ରଭୁ ପର୍ଶୁରାମଙ୍କୁ ଅସମ୍ମାନ, ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ପ୍ରଭୁ ପର୍ଶୁରାମଙ୍କୁ ଅସମ୍ମାନ ପ୍ରତିବାଦରେ ତୀବ୍ର ହେବାରେ ଲାଗିଛି ଆନ୍ଦୋଳନ । ଆଜି ବାର ଘଣ୍ଟିଆ ବଲାଙ୍ଗିର ଜିଲ୍ଲା ବନ୍ଦ ପାଳନ କରାଯାଉଛି । ବିଧାୟକ ସରୋଜ ମେହେର ଭଗବାନ ପର୍ଶୁରାମଙ୍କୁ ଘୋର ଅସମ୍ମାନ କରିଥିବାରୁ ଏହି ଆନ୍ଦୋଳନ କରାଯାଇଛି । ହିନ୍ଦୁ ସମାଜ ଜାଗରଣ ମଞ୍ଚ ପକ୍ଷରୁ ଦିଆଯାଇଥିବା ବନ୍ଦ ପାଳନରେ ଜିଲ୍ଲାର ବିଭିନ୍ନ ସଂଗଠନ ସାମିଲ ହୋଇଛନ୍ତି । ଦୋକାନ ବଜାର, ସ୍କୁଲ କଲେଜ, ସରକାରୀ, ବେସରକାରୀ ପ୍ରତିଷ୍ଠାନ ସହ ଗାଡି ମଟର ଚଳାଚଳ ବନ୍ଦ ରହିଛି ।

ବଲାଙ୍ଗିର ସହ ପାଟଣାଗଡ, ଟିଟିଲାଗଡ ଓ କଣ୍ଟାବାଞ୍ଜିରେ ମଧ୍ୟ ବନ୍ଦ ପାଳନ କରାଯାଇଛି। ବନ୍ଦକୁ କଂଗ୍ରେସ ଓ ବିଜେପି ସମର୍ଥନ ଜଣାଇଛି। ବ୍ରହ୍ମପୁରା ଛକରେ ପର୍ଶୁରାମଙ୍କ ଫଟୋକୁ ହଟାଇ ବିଜୁ ବାବୁଙ୍କ ମୂର୍ତ୍ତୀ ସ୍ଥାପନକୁ ନେଇ ଆନ୍ଦୋଳନ ତେଜିବାରେ ଲାଗିଛି । ସେ ଜାଗାରୁ ବିଜୁ ବାବୁଙ୍କ ମୂର୍ତ୍ତି ହଟାଇ ଭଗବାନ ପର୍ଶୁରାମଙ୍କ ଫଟୋ ପୁନଃ ସ୍ଥାପନ କରା ନଗଲେ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଚେତାବନୀ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି