Masthead

ଦୁର୍ଘଟଣାରେ ୨ ମୃତ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ):   ଦୁର୍ଘଟଣାରେ ୨ ମୃତ । କଙ୍କଡାହାଡ ଥାନା ବନ୍ଦାଣିଆ ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ। ଦୁର୍ଘଟଣାରେ ଦାଦା ଓ ପୁତୁରା ମୃତ । ମୃତକ ଦ୍ବୟ ହେଲେ ଯାଜପୁର ଜିଲ୍ଲା ଟାଟାମାଇନ୍ସ ଅଞ୍ଚଳର ଡୁଗୁ ମାଙ୍କଡିଆ ଓ ତାଙ୍କ ପୁତୁରା ସିଦ୍ଧାନ୍ତ ମାଙ୍କଡିଆ। ଉଭୟେ ଆଜି ସକାଳେ ବାଇକ୍ କିସ୍ତି ଦେବାକୁ କାମାକ୍ଷାନଗର ଆସୁଥିଲେ। ବାଟରେ ବନ୍ଦାଣିଆ ଛକ ନିକଟରେ ଭାରସମ୍ୟ ହରାଇ ରାସ୍ତାକଡରେ ଥିବା ଏକ ମହୁଲ ଗଛରେ ବାଇକ ପିଟି ହୋଇଯାଇଥିଲା। ଉଭୟେ ଗୁରୁତର ହୋଇପଡିଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ। ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ