Masthead

ଦୁର୍ଘଟଣାରେ ୨ ମୃତ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ):   ଦୁର୍ଘଟଣାରେ ୨ ମୃତ । କଙ୍କଡାହାଡ ଥାନା ବନ୍ଦାଣିଆ ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ। ଦୁର୍ଘଟଣାରେ ଦାଦା ଓ ପୁତୁରା ମୃତ । ମୃତକ ଦ୍ବୟ ହେଲେ ଯାଜପୁର ଜିଲ୍ଲା ଟାଟାମାଇନ୍ସ ଅଞ୍ଚଳର ଡୁଗୁ ମାଙ୍କଡିଆ ଓ ତାଙ୍କ ପୁତୁରା ସିଦ୍ଧାନ୍ତ ମାଙ୍କଡିଆ। ଉଭୟେ ଆଜି ସକାଳେ ବାଇକ୍ କିସ୍ତି ଦେବାକୁ କାମାକ୍ଷାନଗର ଆସୁଥିଲେ। ବାଟରେ ବନ୍ଦାଣିଆ ଛକ ନିକଟରେ ଭାରସମ୍ୟ ହରାଇ ରାସ୍ତାକଡରେ ଥିବା ଏକ ମହୁଲ ଗଛରେ ବାଇକ ପିଟି ହୋଇଯାଇଥିଲା। ଉଭୟେ ଗୁରୁତର ହୋଇପଡିଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ। ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ