Masthead

୨ ଲକ୍ଷ ବେକାରୀ ଯୁବକଙ୍କୁ ଚାକିରି ସହ, ୬ ହଜାର ବାର୍ଦ୍ଧକ୍ୟ ଭତ୍ତା

ହରିୟାନା (ବଡ଼ ଖବର ବ୍ୟୁରୋ):  ୨୦୨୪ ନିର୍ବାଚନକୁ ନେଇ ଚାଲିଛି ଅଙ୍କକଷା । ଭୋଟ ହାତେଇବା ପାଇଁ ଦଳମାନଙ୍କ ଭିତରେ ଚାଲିଛି କସରତ । ଯୋଜନା ମାଧ୍ୟମରେ ଭୋଟରଙ୍କୁ କରୁଛନ୍ତି ଆକୃଷ୍ଟ । ହରିୟାନାରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ କଂଗ୍ରେସ ନେତା ତଥା ରାଜ୍ୟସଭା ସାଂସଦ ଦିପେନ୍ଦ୍ରସିଂ ହୁଡ୍ଡା ଜନତାଙ୍କ ପାଇଁ ପ୍ରତିଶ୍ରୁତି ବର୍ଷା କରିଛନ୍ତି । ଏକ ଜନସଭାକୁ ସମ୍ବୋଧିତ କରି ହୁଡ୍ଡା କହିଛନ୍ତି କି ଯଦି ୨୦୨୪ରେ ହରିଆଣାରେ କଂଗ୍ରେସ ସରକାର ଗଠନ କରେ ତେବେ ଲୋକଙ୍କୁ ପ୍ରତି ଗ୍ୟାସ ସିଲିଣ୍ଡର ୫୦୦ ଟଙ୍କାରେ ଯୋଗାଇ ଦିଆଯିବ ।

କେବଳ ସେତିକି ନୁହେଁ ୩୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଜୁଳି, ଖାଲି ପଡିଥିବା ସରକାରୀ ପଦରେ ୨ଲକ୍ଷ ବେକାର ଯୁବକ ଯୁବତୀଙ୍କୁ ନିଯୁକ୍ତି ମିଳିବ । ବାର୍ଦ୍ଧକ୍ୟ ଭତ୍ତା ୬ ହଜାର ଟଙ୍କାକୁ ବୃଦ୍ଧି କରାଯିବା ସହ ପୁରୁଣା ପେନସନ ଯୋଜନା ଲାଗୁ କରାଯିବ । ଯଦି ହରିଆଣାରେ ୨୦୨୪ ରେ କଂଗ୍ରେସ ସରକାର ଗଠନ କରେ ତେବେ ପ୍ରତି ଗରିବ ପରିବାରକୁ ମାଗଣାରେ ୯୦୦ ବର୍ଗଫୁଟର ଫ୍ଲାଟ୍ ବଣ୍ଟନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି