Masthead

ବାହାନଗାରେ ୨ଜଣିଆ ସିବିଆଇ ଟିମ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣା ପରେ ସିବିଆଇ ଟିମ ର ଲଗାତାର ତନାଘନା ଜାରି ରହିଛି । ପୂର୍ବରୁ ଦୁଇଥର ସିବିଆଇ ଟିମ ବାହାନଗାରେ ତଦନ୍ତ କରିଥିବା ବେଳେ, ଆଜି ତୃତୀୟ ଦିନରେ ବାହାନଗାରେ ୨ଜଣିଆ ସିବିଆଇ ଟିମ ପହଞ୍ଚିଛି । ହାର୍ଡଡିସ୍କ ସହ ଗୁରୁତ୍ୱପୂର୍ଣ୍ଣ ରେକର୍ଡ ସଂଗ୍ରହ କରୁଛି ସିବିଆଇ । ପ୍ରାଇଭେଟ ନମ୍ବର, ଏକ୍ସଚେଞ୍ଜ ବୁକ ଯାଞ୍ଚ କଲା ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା