Masthead

ପୋଖରୀରେ ବୁଡ଼ି ଦୁଇ ନାବାଳିକା ମୃତ

ପିପିଲି, (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଗଣ୍ଡପଡ଼ା ଗାଁରୁ ଆସିଛି ଦୁଃଖଦ ଖବର । ଅକାଳରେ ଚାଲିଯାଇଛି ଦୁଇ ନିଷ୍ପାପ ଶିଶୁଙ୍କ ଜୀବନ । ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳିକା ଦ୍ୱୟ ହେଲେ ବିରଞ୍ଚି ବେହେରାଙ୍କ ୧୦ ବର୍ଷର ଝିଅ ଲିଜା ଏବଂ ବିଜୟ ବେହେରାଙ୍କ ୮ବର୍ଷର ଝିଅ ଦୀପ୍ତି । ଘର ନିକଟରେ ଥିବା ପୋଖରୀକୁ ଏମାନେ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଯିବାରୁ ଉଭୟଙ୍କ ମୃତ୍ୟୁ ହୋଇଛି । ଏମାନଙ୍କ ମୃତଦେହ ପୋଖରୀରେ ଭାସୁଥିବା ଦେଖି ଗାଁ ଲୋକେ ଉଦ୍ଧାର କରି ପରିବାର ଲୋକଙ୍କୁ ଖବର ଦେଇଥିଲେ । ଏହି ଖବର ଜାଣିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା