Masthead

ପୋଖରୀରେ ବୁଡି ୨ ନାବାଳକ ମୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୋଖରୀରେ ବୁଡି ଦୁଇ ନାବାଳକ ଛାତ୍ରଙ୍କର ମୃତ୍ୟୁ ହୋଇଛି । ପୋଖରୀପୁଟ ଅଞ୍ଚଳରେ ଘଟିଛି ଏହି ଅଭାବନୀୟ ଘଟଣା । ଏୟାରଫିଲ୍ଡ ଥାନା ପୋଖରୀପୁଟ ଝାରପୋଖରୀରେ ବୁଡିଗଲେ ଦୁଇ ଛାତ୍ର । ଦୁଇ ନାବାଳକଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କ୍ୟାପିଟାଲ ହସ୍ପିଟାଲରେ ଦୁହିଁଙ୍କୁ ମୃତ ଘୋଷଣା କଲେ ଡାକ୍ତର । ଦୁଇ ଜଣ ଛାତ୍ର ଗଣ୍ଡମୁଣ୍ଡା ସ୍କୁଲର ହୋଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା