Masthead

ଖୋଲିଲା ଆଉ ୨ ଗେଟ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ହୀରାକୁଦରେ ୨୮ ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ । ବାମପଟ ୧୯ ଓ ଦକ୍ଷିଣପଟର ୯ ଗେଟ ଖୋଲା ରହିଛି । ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ରହିଛି । ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଜଳଭଣ୍ଡାରର ଆଉ ୨ ଗେଟ ଖୋଲାଯାଇଛି । ସମୁଦାୟ ୨୮ ଟି ଗେଟରେ ହେଉଛି ଜଳ ନିଷ୍କାସନ । ହୀରାକୁଦ ଡ୍ୟାମ ମୁଖ୍ୟ ଯନ୍ତ୍ରୀଙ୍କ ସୂଚନା ଦେଇଛନ୍ତି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଡ୍ୟାମ କର୍ତ୍ତୃପକ୍ଷ ଅଧିକ ଗେଟ ଖୋଲିବା ପାଇଁ ନିଷ୍ପତି ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ