Masthead

ଖୋଲିଲା ଆଉ ୨ ଗେଟ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ହୀରାକୁଦରେ ୨୮ ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ । ବାମପଟ ୧୯ ଓ ଦକ୍ଷିଣପଟର ୯ ଗେଟ ଖୋଲା ରହିଛି । ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ରହିଛି । ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଜଳଭଣ୍ଡାରର ଆଉ ୨ ଗେଟ ଖୋଲାଯାଇଛି । ସମୁଦାୟ ୨୮ ଟି ଗେଟରେ ହେଉଛି ଜଳ ନିଷ୍କାସନ । ହୀରାକୁଦ ଡ୍ୟାମ ମୁଖ୍ୟ ଯନ୍ତ୍ରୀଙ୍କ ସୂଚନା ଦେଇଛନ୍ତି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଡ୍ୟାମ କର୍ତ୍ତୃପକ୍ଷ ଅଧିକ ଗେଟ ଖୋଲିବା ପାଇଁ ନିଷ୍ପତି ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା