Masthead

ସୁପ୍ରିମକୋର୍ଟରେ ନିଯୁକ୍ତି ହେଲେ ଆଉ ୨ ବିଚାରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁପ୍ରିମକୋର୍ଟରେ ନିଯୁକ୍ତି ହେଲେ ଆଉ ୨ ବିଚାରପତି । କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ୨ ଜଣ ନୂଆ ବିଚାରପିତିଙ୍କୁ ନିଯୁକ୍ତି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟର ମୋଟ ଥିବା ବିଚାରପିତିଙ୍କ ସଂଖ୍ୟା ୩୪କୁ ଛୁଇଁଛି। ଯାହାକୁ ନେଇ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରଜିଜ୍ଜୁ ଟ୍ୱିଟ୍‌ କରି ସୂଚନା ଦେଛନ୍ତି। ସେ କହିଛନ୍ତି ଯେ ଦୁଇଜଣ ହାଇକୋର୍ଟର ମୁଖ୍ୟ ବିଚାରପତି ସୁପ୍ରିମକୋର୍ଟକୁ ଉନ୍ନୀତ ହୋଇଛନ୍ତି ।

ସେମାନଙ୍କୁ ମୁଁ ଶୁଭକାମନା ଜଣାଉଛି। ଏହି ନୂଆ ନିଯୁକ୍ତି ସହ ଭାରତର ସମ୍ବିଧାନ ବ୍ୟବସ୍ଥା ଅନୁଯାୟୀ ରାଷ୍ଟ୍ରପତି ହାଇକୋର୍ଟର ବିଚାରପତିମାନଙ୍କୁ ସୁପ୍ରିମକୋର୍ଟର ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି। ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ରାଜେଶ ବିନ୍ଦଲ ଏବଂ ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଅରବିନ୍ଦ କୁମାର ସୁପ୍ରିମକୋର୍ଟରେ ନୂଆ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ