Masthead

୨ ଓଡ଼ିଆ କମାଣ୍ଡୋଙ୍କୁ ଶୌର୍ଯ୍ୟ ଚକ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ୨ କମାଣ୍ଡୋଙ୍କୁ ମିଳିବ ଶୌର୍ଯ୍ୟ ଚକ୍ର । ପ୍ରଥମ ଥର ପାଇଁ ଓଡ଼ିଶାର ୨ କମାଣ୍ଡୋଙ୍କୁ ମିଳିବ ଶୌର୍ଯ୍ୟ ଚକ୍ର । ମରୋଣୋତ୍ତର ଭାବେ କମାଣ୍ଡୋ ଦେବାଶିଷ ସେଠୀଙ୍କୁ ସମ୍ମାନ ଓ ସୁଧୀର କୁମାର ଟୁଡୁଙ୍କୁ ମିଳିବ ଶୌର୍ଯ୍ୟଚକ୍ର ସମ୍ମାନ । ମାଓବାଦୀଙ୍କ ସହ ଲଢି ସହିଦ ହୋଇଥିଲେ ଏହି ଦୁଇ ଓଡ଼ିଆ କମାଣ୍ଡୋ । କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ସେମାନଙ୍କ ନାଁ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା