Masthead

ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଭୟଭୀତ କରିଛି କରୋନା । କିଛି ବର୍ଷର ବିରତି ପରେ ପୁଣି କଡ ଲେଉଟାଇଛି ଭୁତାଣୁ । ସେପଟେ ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେଇଏମ ହସ୍ପିଟାଲରେ ଚିକିତ୍ସିତ ଥିଲେ ଆକ୍ରାନ୍ତ । ୨ ରୋଗୀ ଗୁରୁତର ରୋଗରେ ପୀଡ଼ିତ ଥିଲେ । ଜଣେ ରୋଗୀ ମୁଖ ଗହ୍ୱର କର୍କଟରେ ଆକ୍ରାନ୍ତ ଥିଲେ । ଅନ୍ୟ ଜଣେ କିଡନୀ ଜନୀତ ରୋଗରେ ପୀଡ଼ିତ ଥିଲେ ।

ମୁମ୍ବାଇରେ ଦୁଇ କରୋନା ଆକ୍ରାନ୍ତଙ୍କ ପରେ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । କହିଛନ୍ତି, ଏହା କୋଭିଡ୍‌ର ନୂଆ ଭାରିଆଣ୍ଟ ନୁହେଁ । ଏହା ଓମିକ୍ରନର ସବଭାରିଆଣ୍ଟ । କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କୌଣସି ମାର୍ଗଦର୍ଶିକା ଜାରି କରିନାହାନ୍ତି । କି ଆମ ସହ ଆଲୋଚନା କରିନାହାନ୍ତି । ଏଠି କେହି ଚି଼ହ୍ନଟ ହେଲେ, ଜେନମ ସିକୁଏନସିଂ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ