Masthead

ପ୍ରକାଶ ପାଇଲା +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପ୍ରକାଶ ପାଇଲା +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି । କଳାରେ ୭୮.୮୮ % ଛାତ୍ରଛାତ୍ରୀ ପାସ କରିଛନ୍ତି । ଧନ୍ଦାମୂଳକରେ ୬୭.୪୮ % ପାସ କରିଛନ୍ତି ।

ପରୀକ୍ଷା ଦେଇଥିଲେ ୨ ଲକ୍ଷ ୩୦ ହଜାର ୫୪୫ ଛାତ୍ରଛାତ୍ରୀ । କଳାରେ ୧ ଲକ୍ଷ ୮୧ ହଜାର ୮୬୯ ପାସ କରିଛନ୍ତି । ଧନ୍ଦାମୂଳକରେ ୩ ହଜାର ୮୬୦ ପିଲା ପାସ କରିଛନ୍ତି । ବାଲେଶ୍ୱରରେ ପାସ ହାର ସର୍ବାଧିକ ରହିଛି । ନବରଙ୍ଗପୁରରେ ପାସହାର ସର୍ବନିମ୍ନ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା