Masthead

ବାହାରିଲା ଯୁକ୍ତଦୁଇ ରେଜଲ୍ଟ, ଛାତ୍ରଙ୍କ ତୁଳନାରେ ବାଜି ମାରିଲେ ଛାତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ । ଚଳିତ ବର୍ଷ କଳାରେ ରେଗୁଲାର ପାସ୍ ହାର ୯୮.୫୮% ରହିଛି। ମୋଟ ୧,୮୯,୩୬୩ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧,୮୬,୬୮୫ ଜଣ ପାସ୍ କରିଛନ୍ତି। ୩୦,୫୧୦ ଜଣ ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ୪୬,୧୦୧ ଜଣ ଦ୍ୱିତୀୟ ଶ୍ରେଣୀରେ ପାସ୍ କରିଛନ୍ତି।

୧୦,୦୭୪ ଜଣ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି। ୯୫ ଜଣ ଛାତ୍ରଛାତ୍ରୀ ୯୦% ଉପରେ ନମ୍ବର ରଖିଛନ୍ତି। ଚଳିତ ଥର ବି ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା