ବାହାରିଲା ଯୁକ୍ତଦୁଇ ରେଜଲ୍ଟ, ଛାତ୍ରଙ୍କ ତୁଳନାରେ ବାଜି ମାରିଲେ ଛାତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ । ଚଳିତ ବର୍ଷ କଳାରେ ରେଗୁଲାର ପାସ୍ ହାର ୯୮.୫୮% ରହିଛି। ମୋଟ ୧,୮୯,୩୬୩ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧,୮୬,୬୮୫ ଜଣ ପାସ୍ କରିଛନ୍ତି। ୩୦,୫୧୦ ଜଣ ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ୪୬,୧୦୧ ଜଣ ଦ୍ୱିତୀୟ ଶ୍ରେଣୀରେ ପାସ୍ କରିଛନ୍ତି।

୧୦,୦୭୪ ଜଣ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି। ୯୫ ଜଣ ଛାତ୍ରଛାତ୍ରୀ ୯୦% ଉପରେ ନମ୍ବର ରଖିଛନ୍ତି। ଚଳିତ ଥର ବି ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’