Masthead

ଆସନ୍ତାକାଲି +୨ ରେଜଲ୍ଟ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ । ଏନେଇ ସିଏଚଏସିସି, ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ୩୧ରେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏପ୍ରିଲ୍ ୧୦ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ