Masthead

ପରୀକ୍ଷା ସରିବାର ୨ ଦିନ ଭିତରେ ଖାତା ଦେଖା

କଟକ (ବଡ଼ ଖବର ବ୍ୟୁରୋ): ମେ’ ୧୫ ଭିତରେ +୨ରେଜଲ୍ଟ ପ୍ରକାଶ ପାଇବ । ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକଙ୍କ ସୂଚନା । ଚଳିତ ବର୍ଷ ଗୋଟିଏ ଦିନରେ ସବୁ ରେଜଲ୍ଟ ପ୍ରକାଶ ହେବ । ଏକା ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ ପାଇବ । ନିର୍ବାଚନକୁ ଦେଖି ମେ’ ୧୫ ଭିତରେ ଫଳ ପ୍ରକାଶ କରିବୁ ବୋଲି କହିଛନ୍ତି ଅଶୋକ ନାୟକ ।

ଚଳିତବର୍ଷ ମାର୍ଚ୍ଚ ୨୦ରେ ପରୀକ୍ଷା ସରୁଛି । ତେଣୁ ପରୀକ୍ଷା ସରିବାର ୨ ଦିନ ଭିତରେ ଖାତା ଦେଖା ଆରମ୍ଭ ହେବ । ଅଥାର୍ତ ମାର୍ଚ୍ଚ ୨୨ରୁ ଖାତା ଦେଖା ଆରମ୍ଭ ହେବ । ମୋଟ ୧୫ ହଜାର ପରୀକ୍ଷକ ଖାତା ଦେଖିବାକୁ ନିୟୋଜିତ କରାଯିବ । ୨ଟି ପର୍ୟ୍ୟାୟରେ ଖାତା ଦେଖା ହେବ । ମାର୍ଚ୍ଚ ୨୨ରୁ ଏପ୍ରିଲ ୨ ଏବଂ ଏପ୍ରିଲ ୪ରୁ ଏପ୍ରିଲ ୧୫ ଯାଏଁ ଖାତା ଦେଖା ହେବ । ଏହାପରେ ମେ’ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କହିଛନ୍ତି ଅଶୋକ କୁମାର ନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି