Masthead

ପ୍ରକାଶ ପାଇଲା +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପ୍ରକାଶ ପାଇଲା +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି । କଳାରେ ୭୮.୮୮ % ଛାତ୍ରଛାତ୍ରୀ ପାସ କରିଛନ୍ତି । ଧନ୍ଦାମୂଳକରେ ୬୭.୪୮ % ପାସ କରିଛନ୍ତି ।

ପରୀକ୍ଷା ଦେଇଥିଲେ ୨ ଲକ୍ଷ ୩୦ ହଜାର ୫୪୫ ଛାତ୍ରଛାତ୍ରୀ । କଳାରେ ୧ ଲକ୍ଷ ୮୧ ହଜାର ୮୬୯ ପାସ କରିଛନ୍ତି । ଧନ୍ଦାମୂଳକରେ ୩ ହଜାର ୮୬୦ ପିଲା ପାସ କରିଛନ୍ତି । ବାଲେଶ୍ୱରରେ ପାସ ହାର ସର୍ବାଧିକ ରହିଛି । ନବରଙ୍ଗପୁରରେ ପାସହାର ସର୍ବନିମ୍ନ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ