Masthead

ମେ’ ଶେଷ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେ’ ଶେଷ ସୁଦ୍ଧା ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ । ଆସନ୍ତାକାଲି ଠାରୁ ପ୍ରଥମେ ପର୍ଯ୍ୟାୟ ଖାତା ଦେଖା ଆରମ୍ଭ ହୋଇ ଏପ୍ରିଲ ୨୩ ଯାଏ ଚାଲିବ । ଦ୍ଵିତୀୟ ପର୍ଯ୍ୟାୟ ଖତା ଦେଖା ମେ ୭ ରେ ସରିବ । ମେ’ ୭ ରେ ଖାତା ଦେଖା ସରିବା ପରେ ଟ୍ୟାବୁଲେସନ ପ୍ରକ୍ରିୟାକୁ ଯିବାରୁ ମେ’ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବାର ସମ୍ଭାବନା ଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଚଳିତ ଥର ୬୫ ଟି ଅଫଲାଇନ ସେଣ୍ଟର ଓ ୩୯ଅନଲାଇନ ସେଣ୍ଟରରେ ଖାତା ଦେଖା ହେବ । ଖାତା ଦେଖାରେ ସହଯୋଗ କରୁଥିବାରୁ ଶିକ୍ଷକମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ସମୀର ରଞ୍ଜନ ଦାଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ