Masthead

ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ବିଭାଗ ରେଜଲ୍ଟ ପ୍ରକାଶ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଦିନ ୧ଟାରେ ଫଳ ପ୍ରକାଶ କରାଯିବ ସେନେଇ ପରିଷଦ ପକ୍ଷରୁ  ସୂଚନା ଦିଆଯାଇଛି। ସୂଚନା ଅନୁସାରେ,  www.orissaresults.nic.in ୱେବ୍‌ସାଇଟ୍‌ରେ ପରୀକ୍ଷା ଫଳ ଉପଲବ୍ଧ ହେବ।

ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ‌ଫଳ ଉପଲବ୍ଧ ହେବ। ଉକ୍ତ ଦୁଇଟି ବିଭାଗର ମୋଟ ୨ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ପାଇବ। ଯେଉଁଥିରେ କଳା ବିଭାଗର ୨ଲକ୍ଷ ୨୧ ହଜାର ଓ ଧନ୍ଦାମୂଳକରେ ୨୭‌ ହଜାର ଛାତ୍ରଛାତ୍ରୀ ରହିଛନ୍ତି। ଉଭୟ ବିଭାଗରେ ରେଗୁଲାରରେ ପାସ୍‌ହାର ୯୦%ରୁ ଅଧିକ ହୋଇଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ