Masthead

ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ବିଭାଗ ରେଜଲ୍ଟ ପ୍ରକାଶ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଦିନ ୧ଟାରେ ଫଳ ପ୍ରକାଶ କରାଯିବ ସେନେଇ ପରିଷଦ ପକ୍ଷରୁ  ସୂଚନା ଦିଆଯାଇଛି। ସୂଚନା ଅନୁସାରେ,  www.orissaresults.nic.in ୱେବ୍‌ସାଇଟ୍‌ରେ ପରୀକ୍ଷା ଫଳ ଉପଲବ୍ଧ ହେବ।

ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ‌ଫଳ ଉପଲବ୍ଧ ହେବ। ଉକ୍ତ ଦୁଇଟି ବିଭାଗର ମୋଟ ୨ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ପାଇବ। ଯେଉଁଥିରେ କଳା ବିଭାଗର ୨ଲକ୍ଷ ୨୧ ହଜାର ଓ ଧନ୍ଦାମୂଳକରେ ୨୭‌ ହଜାର ଛାତ୍ରଛାତ୍ରୀ ରହିଛନ୍ତି। ଉଭୟ ବିଭାଗରେ ରେଗୁଲାରରେ ପାସ୍‌ହାର ୯୦%ରୁ ଅଧିକ ହୋଇଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା