Masthead

ନବରଙ୍ଗପୁରରୁ ୨ ରୁବେଲା ଭାଇରସ୍ ରୋଗୀ ଚିହ୍ନଟ

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲାରେ ରୁବେଲା ଆତଙ୍କ । ନବରଂଗପୁରରୁ ୨ ରୁବେଲା ଭାଇରସ୍ ରୋଗୀ ଚିହ୍ନଟ ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର -୫ଟି ସାମ୍ପଲରୁ ୨ ଆକ୍ରାନ୍ତ ଚିହ୍ନଟ, ବୟସ ଯଥାକ୍ରମେ ୭ ଓ ୨ ବର୍ଷ ଗାଁରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ଉପସ୍ଥିତ । ଘିମିରି ସଦୃଶ୍ୟ ହୋଇ ଥଣ୍ଡା, କାଶ ଜ୍ବରରେ ପୀଡ଼ିତ ଥିଲେ ୨ ଶିଶୁ ।

ଆଜି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଏକ ପ୍ରତିନିଧି ଦଳ ପଡ଼ାଲ ଗୁଡା ଗ୍ରାମ ଗସ୍ତ କରି ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଏଥି ସହ ପରିବାର ବର୍ଗଙ୍କ ସହ ଆଲୋଚନା କରି ପାରିପାର୍ଶ୍ଵିକ ସ୍ଥିତି ଅନୁଧ୍ୟାନ କରିଥିଲେ। ରୁବେଲା ଏକ ସଂକ୍ରାମକ ରୋଗ ହୋଇଥିବାରୁ ଦୁଇ ଶିଶୁଙ୍କୁ ସଙ୍ଗରୋଧରେ ରଖିବାକୁ ନିର୍ଦେଶ ଦିଆଯାଇଛି। ଶିଶୁ ମାନଙ୍କ ସହ ପରିବାର ବର୍ଗ ମଧ୍ୟ ସତର୍କ ରହିବାକୁ କୁହାଯାଇଛି। ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର କର୍ମକର୍ତ୍ତା ଉପସ୍ଥିତ ଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ