Masthead

୨୫ରୁ ଆଡମିଟ୍ କାର୍ଡ ପାଇବେ ଯୁକ୍ତ ୨ ଛାତ୍ରଛାତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୫ରୁ ଆଡମିଟ୍ କାର୍ଡ ପାଇବେ ଯୁକ୍ତ ୨ ଛାତ୍ରଛାତ୍ରୀ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏସଓପି ଜାରି କରାଯାଇଛି । ପ୍ରାକ୍ଟିକାଲ ରେକର୍ଡ ସଂଗ୍ରହ ଓ ଆଡମିଟ କାର୍ଡ ପ୍ରଦାନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି । ତେବେ ୨୫ ତାରିଖରୁ ୱେବସାଇଟରୁ ଛାତ୍ରଛାତ୍ରୀମାନେ ଡାଉନଲୋଡ କରିପାରିବେ ଆଡମିଟ୍ କାର୍ଡ ।

ଯଦି କରିନପାରିବେ, ନିଜ ନିଜ କଲେଜରୁ ସଂଗ୍ରହ କରିପାରିବେ । ଏହି ସମୟରେ ଏସଓପି ମାନିବାକୁ ପଡ଼ିବ। ସାମ୍ସ ୱେବସାଇଟରୁ ଆଡମିଟ କାର୍ଡ ଡାଉନଲୋଡ କରିବା ପାଇଁ ପରାମର୍ଶ ଦିଆଯାଇଛି । ପ୍ରାକ୍ଟିକାଲ ରେକର୍ଡ ବା ପ୍ରୋଜେକ୍ଟ ରେକର୍ଡ ଦାଖଲ ବେଳେ ମଧ୍ୟ ଏସଓପି ମାନି କଲେଜ ଯିବେ ଛାତ୍ରଛାତ୍ରୀ । ନିଜେ ନ ଯାଇ ପାରିଲେ ନିଜର ଆଇକାର୍ଡ ସହ ଅନ୍ୟ ଦ୍ୱାରା ପଠାଇ ପାରିବେ । ଆଡମିଟ୍ କାର୍ଡ ସଂଗ୍ରହ ଓ ପ୍ରାକ୍ଟିକାଲ ରେକର୍ଡ ଦାଖଲ ବେଳେ କୋଭିଡ ନିୟମ ମାନିବା ଜରୁରୀ ବୋଲି CHSE ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା