Masthead

ସମୁଦ୍ରରେ ବୁଡ଼ି ୨ ପର୍ଯ୍ୟଟକ ମୃତ

ପୁରୀ  (ବଡ଼ ଖବର ବ୍ୟୁରୋ):  ପୁରୀ ସମୁଦ୍ରରେ ବୁଡ଼ି ୨ ପର୍ଯ୍ୟଟକ ମୃତ । ଗାଧୋଇବା ବେଳେ ସମୁଦ୍ରରେ ବୁଡ଼ି ୨ପର୍ଯ୍ୟଟକ ମୃତ । ପଶ୍ଚିମବଙ୍ଗରୁ ଆସିଥିବା ୩ ପର୍ଯ୍ୟଟକ ସ୍ୱର୍ଗଦ୍ୱାର ନିକଟ ୧୩ ନଂ ସେକ୍ଟରରେ ଗାଧୋଉଥିବା ବେଳେ ଘଟିଥିଲା ଅଘଟଣ । ଜଣେ ପର୍ଯ୍ୟଟକଙ୍କୁ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଅନ୍ୟ ଦୁଇ ଜଣଙ୍କ ଶବ ବ୍ୟବଚ୍ଛେଦ ପାଇଁ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ