Masthead

ମାଓବାଦୀଙ୍କ ବର୍ବରକାଣ୍ଡ

ଛତିଶଗଡ଼  (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ସୁକମାରେ ମାଓବାଦୀଙ୍କ ବର୍ବରକାଣ୍ଡ । ଅପହରଣ ପରେ ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ପ୍ରଜାକୋର୍ଟରେ ହତ୍ୟା କରିଥିବା ସୂଚନା । ତାଡ଼ମେଟାଲା ଗାଁର ଉପ ସରପଞ୍ଚ ସମେତ ୨ ଜଣଙ୍କୁ ହତ୍ୟା କରାଯାଇଛି । ଘଟଣା ପାଇଁ ନିଜକୁ ଦାୟୀ କଲା ଦକ୍ଷିଣ ବସ୍ତର ମାଓ ସଂଗଠନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ