Masthead

୧୧ ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଶାନ୍ତିଶୃଙ୍ଖଳାରେ ଚାଲିଛି ଝାରସୁଗୁଡା ଉପନିର୍ବାଚନ ପାଇଁ ମତଦାନ । ସକାଳ ୧୧ଟା ସୁଦ୍ଧା ୨୦ ଦଶମିକ ୩୮ ପ୍ରତିଶତ ଭୋଟ ଗ୍ରହଣ ହୋଇଛି । ୯ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ୨୫୩ ବୁଥରେ ଚାଲିଛି ଭୋଟ ଗ୍ରହଣ । ୨୫୩ଟି ବୁଥରୁ ୧୪୪ଟି ବୁଥ୍ ଉତ୍ତେଜନାପ୍ରବଣ ଓ ସମ୍ବେଦନଶୀଳ ରହିଥିବାବେଳେ ପ୍ରଥମ ଥର ପାଇଁ ସବୁ ବୁଥରେ ଓ୍ବେବକାଷ୍ଟିଂ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ