Masthead

ପୁରୀ କେନାଲରେ ୨୦ଫୁଟ ଘାଇ

ପିପିଲି (ବଡ଼ ଖବର ବ୍ୟୁରୋ):  ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ । ବାଳକାଟୀ ଦକ୍ଷିଣ ପାଶ୍ୱର୍ ବନ୍ଧ ସାଇଫନ ପାଖରେ ଘାଇ । ଓଭର ଫ୍ଲୋ ଯୋଗୁଁ ଭାଙ୍ଗିଲା ବନ୍ଧ । ବାଳକାଟି କଲେଜ ପଡିଆରେ ପାଣି । ପାଣି ଗାଁରେ ମାଡିଯିବାର ଆଶଙ୍କା ରହିଛି । ଲୋକେ ବାଲି ବସ୍ତା ପକାଇ ଘାଇ ମରାମତି ପାଇଁ ଚେଷ୍ଟା କରୁଛନ୍ତି ।ପିପିଲି ପୋପରଙ୍ଗା ପଞ୍ଚାୟତ ପାଚଲପୁର ଗାଁର ୩୦ ପରିବାର ଜଳବନ୍ଦୀ ।

ଗଙ୍ଗୁଆ ନାଳ ପାଣି ଗାଁରେ ପଶିବାରୁ ଜଳବନ୍ଦୀ ଅବସ୍ଥା ସୃଷ୍ଟି ହୋଇଛି । ଏକର ଏକର ଚାଷ ଜମି ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଛି । ଗତବର୍ଷ ବନ୍ୟା ଯୋଗୁ ମଧ୍ୟ ଗଙ୍ଗୁଆ ନାଳରେ ଘାଇ ସୃଷ୍ଟି ହୋଇଥିଲା । ଲୋକେ ୨୫ ଦୀନ ଜଳବନ୍ଦୀ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା