Masthead

ରାସ୍ତାରୁ ହଟିବ ୨୦ଲକ୍ଷ ପୁରୁଣା ଗାଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାସ୍ତାରୁ ହଟିବ ୨୦ଲକ୍ଷ ପୁରୁଣା ଗାଡ଼ି । ୧୫ ବର୍ଷରୁ ଉର୍ଦ୍ଧ୍ବ ଫିଟନେସ ନଥିବା ଗାଡ଼ିକୁ ସ୍କ୍ରାପ କରାଯିବ। ଏଥି ମଧ୍ୟରୁ ସର୍ବାଧିକ ୧୨ ଲକ୍ଷ ୯୯ ହଜାର ୩୫୧ ଟି ମଟର ସାଇକେଲ, ସ୍କୁଟର ରହିଛି। ମାର୍ଚ୍ଚ ୧୫ ସୁଦ୍ଧା ଏହି ଗାଡିକୁ ସ୍କ୍ରାପ କରିବାକୁ ନିଷ୍ପତି ନେଇଛନ୍ତି ସରକାର। ସେହିପରି ରାଜ୍ୟରେ ୮୦ ଲକ୍ଷ ୨୦ ହଜାର ୫୦୦ ଗାଡ଼ିର ଫିଟନେସ୍ ରହିଛି। ଫିଟନେସ ନଥିବା ଗାଡ଼ିକୁ ସ୍କ୍ରାପ ପାଇଁ ରାଜ୍ୟ ସରକାର ସ୍କ୍ରାପ ପଲିସି ୨୦୨୨ ପ୍ରଣୟନ କରାଯାଇଛି। ଏ ନେଇ ଗୃହରେ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ। ବିଜେପି ବିଧାୟିକା କୁସୁମ ଟେଟେଙ୍କ ଅଣତାରକା ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ମନ୍ତ୍ରୀ ଟୁକୁନି ସାହୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା