Masthead

ରାସ୍ତାରୁ ହଟିବ ୨୦ଲକ୍ଷ ପୁରୁଣା ଗାଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାସ୍ତାରୁ ହଟିବ ୨୦ଲକ୍ଷ ପୁରୁଣା ଗାଡ଼ି । ୧୫ ବର୍ଷରୁ ଉର୍ଦ୍ଧ୍ବ ଫିଟନେସ ନଥିବା ଗାଡ଼ିକୁ ସ୍କ୍ରାପ କରାଯିବ। ଏଥି ମଧ୍ୟରୁ ସର୍ବାଧିକ ୧୨ ଲକ୍ଷ ୯୯ ହଜାର ୩୫୧ ଟି ମଟର ସାଇକେଲ, ସ୍କୁଟର ରହିଛି। ମାର୍ଚ୍ଚ ୧୫ ସୁଦ୍ଧା ଏହି ଗାଡିକୁ ସ୍କ୍ରାପ କରିବାକୁ ନିଷ୍ପତି ନେଇଛନ୍ତି ସରକାର। ସେହିପରି ରାଜ୍ୟରେ ୮୦ ଲକ୍ଷ ୨୦ ହଜାର ୫୦୦ ଗାଡ଼ିର ଫିଟନେସ୍ ରହିଛି। ଫିଟନେସ ନଥିବା ଗାଡ଼ିକୁ ସ୍କ୍ରାପ ପାଇଁ ରାଜ୍ୟ ସରକାର ସ୍କ୍ରାପ ପଲିସି ୨୦୨୨ ପ୍ରଣୟନ କରାଯାଇଛି। ଏ ନେଇ ଗୃହରେ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ। ବିଜେପି ବିଧାୟିକା କୁସୁମ ଟେଟେଙ୍କ ଅଣତାରକା ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ମନ୍ତ୍ରୀ ଟୁକୁନି ସାହୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ