Masthead

୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର: ସିଇଓ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓଙ୍କ ପ୍ରେସମିଟ । ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତଦାନ କରିବାକୁ ଯାଉଛନ୍ତି। ସେଥିମଧ୍ୟରେ ୧୮ରୁ ୧୯ ବର୍ଷର ପ୍ରଥମ ଭୋଟର ୨.୬୭%, ୨୦ରୁ ୨୯ ବର୍ଷ ୨୧.୩୧% । ହଜାରରେ ପୁରୁଷରେ ୯୭୫ ମହିଳା ଅଛନ୍ତି । ସବୁଠୁ ଅଧିକ ସୁନ୍ଦରଗଡ଼ରେ ଅଛନ୍ତି । ଭୋଟ ଗ୍ରହଣ ପାଇଁ ୯୧୬୨ ବୁଥ୍‌ ଓ ୧୫୪୧ ମଡର୍ଣ୍ଣ ବୁଥ୍ କରାଯାଇଛି ।

ପ୍ରତି ବୁଥ୍‌ରେ ହାରାହାରି ୮୭୦ ଭୋଟର ଅଛନ୍ତି । ୧୦୪୧ ମହିଳା ପୋଲିଂ କର୍ମଚାରୀଙ୍କୁ ନିଯୁକ୍ତି କରାଯାଇଛି । ୨୦ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ ବୋଲି ସିଇଓଙ୍କ ସୂଚନା । ଦ୍ୱିତୀୟ ପର୍ଯ୍ୟାୟ ୧୦୨ କମ୍ପାନୀ ସିଏପିଏଫ୍ ମୁତୟନ ହେବେ, ୨୨ କମ୍ପାନୀ କନ୍ଧମାଳରେ । ୨୦ କମ୍ପାନୀ ଗଂଜାମ, ସୁନ୍ଦରଗଡ଼ ୧୬ ଓ ବଲାଙ୍ଗିରରେ ୧୪ କମ୍ପାନୀ ।ଖଲ୍ଲିକୋଟରେ ପ୍ରାକ ନିର୍ବାଚନୀ ହିଂସା ସମ୍ବେଦନଶୀଳ ଘଟଣା । ହିଂସା ପାଇଁ ଇସିଆଇ ଶୂନ୍ୟ ସହନଶୀଳତା ଅବଲମ୍ବନ କରିଛନ୍ତି । ଗଂଜାମ ମନିଟରିଂ ପାଇଁ ଅତିରିକ୍ତ ଡିଜିପି ରାଙ୍କ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ବ । ପ୍ରିଜାଇଡିଂ ଓ ପୋଲିଂ ଅଫିସର ବେଆଇନ କାର୍ଯ୍ୟ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ