Masthead

ଓଲଟିଲା OSRTC ବସ୍‌ ୧୨ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ବଣାଇ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ବଣାଇରେ IGi@ûeUòiò ବସ୍‌ ଦୁର୍ଘଟଣାଗ୍ରସ୍ତ ö ଲହୁଣୀପଡ଼ା ମୁଚୁରିନାଳି ନିକଟରେ ବିଦ୍ୟୁତ ଖୁଣ୍ଟକୁ ପିଟି ଦୁର୍ଘଟଣା ö ଲହୁଣୀପଡା ଥାନାର ରାଜ୍ୟ ûଜପଥ 10G ମୁଚୁରନାଳୀ ଗ୍ରାମ ନିକଟରେ ସୁନ୍ଦରଗଡ଼ରୁ ପୁରୀକୁ ଯାଉଥିବା IGi@ûeUòiò ଜଗନ୍ନାଥ ବସ ଭାରସାମ୍ୟ ହରାଇ ରାସ୍ତାର ତଳକୁ ଖସି ପଡିଥିଲା ବସ 12 ଜଣ ଯାତ୍ରୀ ଆହତ ùjûAQQò ଆହତ ମାନଙ୍କୁ ବଣାଇ ଚିକିତ୍ସାଳୟରେ ଭର୍ତ୍ତି  Keû~ûAQò \êNðUYûeê ଅଳ୍ପକେ ବର୍ତ୍ତିଛନ୍ତି 55 ଜଣ ଯାତ୍ରୀ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଁଚି ଅନ୍ୟ ଯାତ୍ରୀଙ୍କୁ ଅଲଗା ବସରେ ପଠାଇ ତଦନ୍ତ ଚଳାଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା