Masthead

ଓଲଟିଲା OSRTC ବସ୍‌ ୧୨ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ବଣାଇ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ବଣାଇରେ IGi@ûeUòiò ବସ୍‌ ଦୁର୍ଘଟଣାଗ୍ରସ୍ତ ö ଲହୁଣୀପଡ଼ା ମୁଚୁରିନାଳି ନିକଟରେ ବିଦ୍ୟୁତ ଖୁଣ୍ଟକୁ ପିଟି ଦୁର୍ଘଟଣା ö ଲହୁଣୀପଡା ଥାନାର ରାଜ୍ୟ ûଜପଥ 10G ମୁଚୁରନାଳୀ ଗ୍ରାମ ନିକଟରେ ସୁନ୍ଦରଗଡ଼ରୁ ପୁରୀକୁ ଯାଉଥିବା IGi@ûeUòiò ଜଗନ୍ନାଥ ବସ ଭାରସାମ୍ୟ ହରାଇ ରାସ୍ତାର ତଳକୁ ଖସି ପଡିଥିଲା ବସ 12 ଜଣ ଯାତ୍ରୀ ଆହତ ùjûAQQò ଆହତ ମାନଙ୍କୁ ବଣାଇ ଚିକିତ୍ସାଳୟରେ ଭର୍ତ୍ତି  Keû~ûAQò \êNðUYûeê ଅଳ୍ପକେ ବର୍ତ୍ତିଛନ୍ତି 55 ଜଣ ଯାତ୍ରୀ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଁଚି ଅନ୍ୟ ଯାତ୍ରୀଙ୍କୁ ଅଲଗା ବସରେ ପଠାଇ ତଦନ୍ତ ଚଳାଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ