Masthead

ପ୍ରତିଷ୍ଠା ହେବ ୨୦ଟି ସାଇନ୍ସ ପାର୍କ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଆଜି ଉଠିଛି ସାଇନ୍ସ ପାର୍କ ପ୍ରସଙ୍ଗ । ତେବେ ରାଜ୍ୟରେ ପ୍ରତିଷ୍ଠା ହେବ ୨୦ଟି ସାଇନ୍ସ ପାର୍କ । ସ୍ଥାନୀୟ ପୌରାଞ୍ଚଳ ନେବ ରକ୍ଷଣାବେକ୍ଷଣ ଦାୟିତ୍ୱ । ଗୃହରେ ସୂଚନା ଦେଲେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା । ରାଜ୍ୟରେ ୩୦ଟି ସାଇନ୍ସ ପାର୍କ ପ୍ରତିଷ୍ଠା ଲାଗି ସରକାର ଯୋଜନା ରଖିଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ୧୦ଟି ସାଇନ୍ସ ପାର୍କ କରାଯିବ । ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୧୦ଟି ସାଇନ୍ସପାର୍କ ଖୋଲାଯିବ ବୋଲି ମନ୍ତ୍ରୀ ଅଶୋକ କୁମାର ପଣ୍ଡା କହିଛନ୍ତି । ରାଜ୍ୟର ବାରିପଦା, କେନ୍ଦୁଝର, ଗୋପାଳପୁର ଓ ରାୟଗଡାରେ ସାଇନ୍ସ ପାର୍କ କରିବା ଲାଗି ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି । ସେହିପରି ରାଉରକେଲା ଓ ବଲାଙ୍ଗିରରେ ସାଇନ୍ସ ପାର୍କ କରିବା ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ତା ଛଡା ଭୁବନେଶ୍ୱରରେ ଗୋଟିଏ ସାଇନ୍ସ ପାର୍କ ରହିଛି ବୋଲି କହିଛନ୍ତି ମନ୍ତ୍ରୀ । ଯାହାର ଦାୟିତ୍ୱ ସ୍ଥାନୀୟ ପୌରପାଳିକକୁ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି