Masthead

୨ବର୍ଷରେ ୨୦୦ଜଣଙ୍କ ମୃତ୍ୟୁ: ଅରୁଣ ସାହୁ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ଆମେରିକା ପରି ରାସ୍ତା କେବେ ହେବ? ଆମେରିକା ପରି ରାସ୍ତା ହେବା ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି ଏଭଳି କହି ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ଶୂନ୍ୟ କାଳରେ ଜାତୀୟ ରାଜପଥ ନିର୍ମାଣ ବିଳମ୍ବ ନେଇ ପ୍ରଶ୍ନ ଉଠାଇଛନ୍ତି ଅରୁଣ । କଟକରୁ ସମ୍ବଲପୁର ରାସ୍ତା ବିଳମ୍ବ ଯୋଗୁଁ ୨ବର୍ଷରେ ୪୦୦ଟା ଦୁର୍ଘଟଣା ହୋଇଛି, ୨୦୦ଜଣଙ୍କ ମୃତ୍ୟୁ ହୋଇଛି । କେନ୍ଦ୍ର ସରକାର ତୁରନ୍ତ କାମ କିପରି ସାରିବେ ସେ ନେଇ କେନ୍ଦ୍ର ପାଖରେ ବିଜେଡି ସାଂସଦ ମାନେ ଦାବି କରିଛନ୍ତି । ତେଣୁ ଦୁଃଖର କଥା ଏଯାଏ ବିଜେପି ସାଂସଦ ମାନେ ଏ ସମ୍ପର୍କରେ କେନ୍ଦ୍ର ପାଖରେ ଦାବି କରିନାହାଁନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ