Masthead

ସାଥୀ ଯବାନଙ୍କ ପ୍ରତିଶୋଧ ନେବେ କମାଣ୍ଡୋ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସହିଦ ସାଥୀ ଯବାନଙ୍କ ପ୍ରତିଶୋଧ ନେବେ କମାଣ୍ଡୋ । ଆତଙ୍କବାଦୀଙ୍କୁ ଖୋଜିବାକୁ ଚାଲିଛି ସର୍ଚ୍ଚ ଅପରେସନ । ସାମିଲ ହୋଇଛନ୍ତି ୨ହଜାର କମାଣ୍ଡୋ । ଜମ୍ମୁକାଶ୍ମୀରର ପୁଂଛ ସେକ୍ଟରରେ ଆତଙ୍କବାଦୀଙ୍କ ଆକ୍ରମଣ ନେଇ ବଡ ଖୁଲାସା ହୋଇଛି । ଆଇ ବି ରିପୋର୍ଟ ଅନୁସାରେ, ବିଜି ସେକ୍ଟରରେ ଆତଙ୍କବାଦୀମାନେ ଆକ୍ରମଣ ପାଇଁ ଷ୍ଟିକି ବମର ବ୍ୟବାହାର କରିଥିଲେ । ଗୃହ ମନ୍ତ୍ରାଳୟକୁ ଏନେଇ ସମସ୍ତ ସୂଚନା ଦେଇଛି ଆଇ.ବି ।

ଆତଙ୍କବାଦୀମାନେ ସେନାର ଗାଡି ଉପରକୁ ୩୬ ରାଉଣ୍ଡ ଗୁଳିମାଡ କରିଛନ୍ତି । ଏହାସହିତ ଆକ୍ରମଣରେ ଆତଙ୍କବାଦୀମାନେ ଷ୍ଟିଲ୍ ବୁଲେଟର ବ୍ୟବହାର କରିଥିଲେ । ଘଟଣା ସ୍ଥଳରୁ ଫରେନ୍ସିକ ଟିମକୁ ୨ଟି ଗ୍ରେନେଡ ପିନ ମିଳିଛି । ତେବେ ଯବାନଙ୍କ ମୃତ୍ୟୁର ପ୍ରତିଶୋଧ ନେବା ପାଇଁ ଭାରତୀୟ ସେନା ଆକ୍ସନ ପ୍ଲାନ ବନାଇଛି । ୨ହଜାର ସୈନ୍ୟଙ୍କୁ ସର୍ଚ୍ଚ ଅପରେସନରେ ସାମିଲ କରାଯାଇଛି । ଏବଂ ଆତଙ୍କବାଦୀଙ୍କୁ ଦେଖିବା ମାତ୍ରେ ଗୁଳି କରିବାକୁ ଅର୍ଡର ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ