Masthead

ଚିହ୍ନ ଓ ନାଁ ପାଇଁ ୨ ହଜାର କୋଟି ଡିଲ୍: ସଞ୍ଜୟ ରାଉତ

ମହାରାଷ୍ଟ୍ର(ବଡ଼ ଖବର ବ୍ୟୁରୋ): ଦଳୀୟ ଚିହ୍ନ ଓ ନାଁକୁ ନେଇ ସରଗରମ ମହାରାଷ୍ଟ୍ର ରାଜନୀତିି । ମହାରାଷ୍ଟ୍ରରେ ଉଦ୍ଧବ ଗୋଷ୍ଠୀ ଓ ସିନ୍ଦେ ଗୋଷ୍ଠୀଙ୍କ ମଧ୍ୟରେ ଲାଗି ରହିଛି ବିବାଦ । ନିର୍ବାଚନ ଆୟୋଗ ଶିବସେନା ନାଁ ଓ ଦଳୀୟ ଚିହ୍ନକୁ ଏକନାଥ ସିନ୍ଦେ ଗୋଷ୍ଠୀକୁ ଦେଇଛନ୍ତି। ଏହାକୁ ନେଇ ଏବେ ଉଦ୍ଧବ ଠାକରେଙ୍କ ଗୋଷ୍ଠୀ ଲଗାତର ବିରୋଧ କରୁଛି। ଏନେଇ ଆଜି ଉଦ୍ଧବ ଠାକରେ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିବେ ବୋଲି କହିଛନ୍ତି ।

ରାଜନୈତିକ ଲଢ଼େଇ ଭିତରେ ଏବେ ଏଣ୍ଟ୍ରି ମାରିଛନ୍ତି ଶିବସେନା ସାଂସଦ ସଞ୍ଜୟ ରାଉତ। ସେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ସଞ୍ଜୟ କହିଛନ୍ତି, ନିର୍ବାଚନ ଚିହ୍ନ ଓ ଦଳର ନାଁକୁ ନେଇ ସିନ୍ଦେ ଗୋଷ୍ଠୀ ଓ ନିର୍ବାଚନ ଆୟୋଗଙ୍କ ମଧ୍ୟରେ ବଡ ଡିଲ୍ ହୋଇଛି। ଏଥିରେ ୨ହଜାର କୋଟି ଟଙ୍କାର କାରବାର ହୋଇଛି। ଖୁବଶୀଘ୍ର ଏହି ଦାବି ଉପରେ ପ୍ରମାଣ ଦେବେ ବୋଲି କହିଛନ୍ତି ସଞ୍ଜୟ। ସିନ୍ଦେ ଗୋଷ୍ଠୀକୁ ଏହାର ପରିଣାମ ଭୋଗିବାକୁ ପଡିବ ବୋଲି ଚେତାବନୀ ଦେଇଛନ୍ତି ସଞ୍ଜୟ ରାଉତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ