Masthead

ଲିବ୍ୟାରେ ‘ଡାନିଏଲ୍’ର ତାଣ୍ଡବ; ୨୦୦୦ ମୃତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଉତ୍ତର ଆଫି୍ରକା ଲିବ୍ୟାରେ ‘ଡାନିଏଲ୍’ର ତାଣ୍ଡବ । ବାତ୍ୟା ଓ ବର୍ଷା ଯୋଗୁଁ ଡେର୍ନା ନଗରୀକୁ ପ୍ରଳୟଙ୍କରୀ ବନ୍ୟା ଆସିବାରୁ  ୨୦୦୦ ଲୋକଙ୍କର ମୃତ୍ୟୁ ହୋଇଛି । ବର୍ଷା ପାଇଁ ଘର ଭାଙ୍ଗିବା ସହ ପାଣିରେ ଭାସି ହଜାରରୁ ଅଧିକ ଲୋକ ନିଖୋଜ ଥିବା ସୂଚନା ।

ଲିବ୍ୟାର ପୂର୍ବ ପ୍ରାନ୍ତକୁ ନିୟନ୍ତ୍ରଣ କରୁଥିବା ‘ଲିବ୍ୟାନ୍‌ ନ୍ୟାସ୍‌ନାଲ୍‌ ଆର୍ମି’ର (ଏଲ୍‌ଏନ୍‌ଏ) ମୁଖପାତ୍ର ଅହମଦ୍‌ ମିସ୍‌ମାରି ଟେଲିଭିଜନ୍‌ରେ ପ୍ରସାରିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଡେର୍ନା ଉପର ପ୍ରାନ୍ତରେ ଥିବା ଜଳଭଣ୍ଡାର ସବୁ ଭୁଶୁଡ଼ି ପଡ଼ିବା କାରଣରୁ ଦୁର୍ବିପାକ ଆସି ଆଖପାଖ ସବୁ ଅଞ୍ଚଳକୁ ବୁଡ଼ାଇ ଦେବା ସହିତ ଲୋକମାନଙ୍କୁ ସମୁଦ୍ର ଭିତରକୁ ଭସାଇ ନେଲା। ନିଖୋଜ ବ୍ୟକ୍ତିମାନଙ୍କ ସଂଖ୍ୟା ୫ ରୁ ୬ ହଜାର ହେବ ବୋଲି  ଆକଳନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ