Masthead

ଲିବ୍ୟାରେ ‘ଡାନିଏଲ୍’ର ତାଣ୍ଡବ; ୨୦୦୦ ମୃତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଉତ୍ତର ଆଫି୍ରକା ଲିବ୍ୟାରେ ‘ଡାନିଏଲ୍’ର ତାଣ୍ଡବ । ବାତ୍ୟା ଓ ବର୍ଷା ଯୋଗୁଁ ଡେର୍ନା ନଗରୀକୁ ପ୍ରଳୟଙ୍କରୀ ବନ୍ୟା ଆସିବାରୁ  ୨୦୦୦ ଲୋକଙ୍କର ମୃତ୍ୟୁ ହୋଇଛି । ବର୍ଷା ପାଇଁ ଘର ଭାଙ୍ଗିବା ସହ ପାଣିରେ ଭାସି ହଜାରରୁ ଅଧିକ ଲୋକ ନିଖୋଜ ଥିବା ସୂଚନା ।

ଲିବ୍ୟାର ପୂର୍ବ ପ୍ରାନ୍ତକୁ ନିୟନ୍ତ୍ରଣ କରୁଥିବା ‘ଲିବ୍ୟାନ୍‌ ନ୍ୟାସ୍‌ନାଲ୍‌ ଆର୍ମି’ର (ଏଲ୍‌ଏନ୍‌ଏ) ମୁଖପାତ୍ର ଅହମଦ୍‌ ମିସ୍‌ମାରି ଟେଲିଭିଜନ୍‌ରେ ପ୍ରସାରିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଡେର୍ନା ଉପର ପ୍ରାନ୍ତରେ ଥିବା ଜଳଭଣ୍ଡାର ସବୁ ଭୁଶୁଡ଼ି ପଡ଼ିବା କାରଣରୁ ଦୁର୍ବିପାକ ଆସି ଆଖପାଖ ସବୁ ଅଞ୍ଚଳକୁ ବୁଡ଼ାଇ ଦେବା ସହିତ ଲୋକମାନଙ୍କୁ ସମୁଦ୍ର ଭିତରକୁ ଭସାଇ ନେଲା। ନିଖୋଜ ବ୍ୟକ୍ତିମାନଙ୍କ ସଂଖ୍ୟା ୫ ରୁ ୬ ହଜାର ହେବ ବୋଲି  ଆକଳନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ