Masthead

ବାହାରିବ ୨ହଜାର ଟ୍ରାଫିକ କର୍ମଚାରୀ ପୋଷ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ବାହାରିବ ୨ହଜାର ଟ୍ରାଫିକ କର୍ମଚାରୀ ପୋଷ୍ଟ । ଚଳିତ ବର୍ଷ ୫୦୦ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ । ଜାତୀୟ ସଡ଼କ ସୁରକ୍ଷା ଅଭିଯାନରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ ପାଳନ ନେଇ ସଚେତନ କଲେ । ଲୋୟର ପିଏମଜିରୁ ରାମ ମନ୍ଦିର ଯାଏଁ ସଚେତନତା ପଦଯାତ୍ରା । ସଡ଼କ ସୁରକ୍ଷା ମଙ୍କସର ବାର୍ତ୍ତା ହେଉଛି ସୁରକ୍ଷିତ ଘରକୁ ଫେରନ୍ତୁ । ଓଡ଼ିଶା ଯାତ୍ରୀ ଆପର ମଧ୍ୟ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଟ୍ରାଫିକ ନିୟମ ପାଳନ ସହ ସୁରକ୍ଷିତ ଭାବେ ଗାଡ଼ି ଚଳାଇବାକୁ ବାର୍ତ୍ତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ