Masthead

୨୦ ହଜାର ୨୧ ନୂଆ ସଂକ୍ରମିତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ୱରେ ବଢୁଛି କରୋନା ସଂକ୍ରମଣ । ୨୧୮ ଦେଶରେ କାୟା ମେଲାଇଛି କରୋନା । ୧୭ ଲକ୍ଷ ୭୧ ହଜାର ୪୦୭ ଜଣଙ୍କ ପ୍ରାଣ ନେଇଛି ମହାମାରୀ ଭୂତାଣୁ । ସେହିପରି ସଂକ୍ରମିତଙ୍କ ସଂଖ୍ୟା ୮ କୋଟି ୧୧ ଲକ୍ଷ ୩୧ ହଜାର ୮୪୨ ଥିବା ବେଳେ ସେମାନଙ୍କ ମଧ୍ୟରୁ ସୁସ୍ଥ ହୋଇଛନ୍ତି ୫ କୋଟି ୭୨ ଲକ୍ଷ ୮୦ ହଜାର ୮୧୩ ଜଣ ।

 ଦେଶରେ ଦିନକରେ ୨୦ ହଜାର ୨୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୯ ଜଣଙ୍କ ପ୍ରାଣ ନେଇଛି କରୋନା । ଦେଶରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୭ ହଜାର ୯୦୧ ଥିବା ବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା  ୨ ଲକ୍ଷ ୭୭ ହଜାର ରହିଛି । ୩୦୧ ଜଣ ଆକ୍ରାନ୍ତ ହୋଇଛନ୍ତି । ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୯୭ ଲକ୍ଷ ୮୨ ହଜାର ୬୬୯ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି । ଅନ୍ୟପଟେ ବ୍ରିଟେନର ନୂଆ କରୋନା ଷ୍ଟ୍ରେନକୁ ନେଇ ଭୟଭୀତ ଅଛନ୍ତି ବିଶ୍ୱବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ