Masthead

ଟାର୍ଗେଟରେ ଏସଏଚଜି ମହିଳା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନ ପାଇଁ ବିଜେପିର ରଣନୀତି। ଟାର୍ଗେଟରେ ଏସଏଚଜି ମହିଳା। ମହିଳା ଭୋଟର ନେବେ ନିର୍ଣ୍ଣାୟକ ଭୂମିକା। ନିର୍ବାଚନ ପୂର୍ବରୁ ସମସ୍ତ ଦଳର ମାଷ୍ଟରପ୍ଲାନ। ବିଜେଡି ମହିଳା ଭୋଟକୁ କାଟିବା ଲକ୍ଷ୍ୟରେ ବିଜେପି। ବିଜେଡିର ବଳ ଏସଏସଜି ମହିଳା ଭୋଟର। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହେଉଛି ଶକ୍ତି ବନ୍ଦନ କର୍ମଶାଳା ।

ଏଥିରେ କେନ୍ଦ୍ରମନ୍ତ୍ରୀ ସ୍ୱାଧୀ ନିରଞ୍ଜନା ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ ଓ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଅଛନ୍ତି । ଏସଏଚଜି ମହିଳାଙ୍କ ଭୋଟ୍ ବ୍ୟାଙ୍କ ନିଜ ସପକ୍ଷରେ ନେବା ପାଇଁ ପ୍ରସ୍ତୁତ ହେବ ବ୍ଲୁପ୍ରିଂଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ