Masthead

ପୋଖରି ରେ ପଡି ମୃତ୍ୟୁ !

କେନ୍ଦୁଝର: ମାଇଦାନକେଲ ଗାଁ ପୋଖରି ରୁ ମିଳିଲା ମୋଟର ସାଇକେଲ ସହ ଆରୋହୀ ଙ୍କର ମୃତ ଦେହ । ମୃତକ ହେଲେ ସେହି ମଇଦାନକଲେ ଗାଁ ର ଭରତ ମହାନ୍ତ । ଶୁକ୍ରବାର ରାତିରେ ମୋଟର ସାଇକେଲ ରେ ନିଜ ଘରକୁ ଫେରୁଥିବା ସମୟ ରେ ଭାରସାମ୍ୟ ହରାଇ ପୋଖରି ରେ ପଡି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଏ । ସକାଳୁ ସକାଳୁ ଗାଁ ଲେକେ ଦେଖି ଅଗ୍ନୀଶମ ବାହିନୀ କୁ ଖବର ଦେଇଥିଲେ । ଓ ଅଗ୍ନିଶମ ବାହିନୀ ପୋଖରିରୁ ମୃତ ଦେହ ଉଦ୍ଧାର କରିଥିବା ବେଳେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ନାହିଁ । ତଦନ୍ତ ପରେ ମୃତ୍ୟୁର କାରଣ ଜଣା ପତିଵ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ