Masthead

ରକ୍ତଦାନ ଶିବିର ମହୋତ୍ସବ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଦୀର୍ଘ ୧୩ ବର୍ଷ ହେବ ପାଳନ କରିଆସୁଛନ୍ତି ଜରସିଂହା ଗ୍ରାମବାସୀ ରକ୍ତଦାନ ଶିବିର ମହୋତ୍ସବ । ମହୋତ୍ସବରେ ଆମ ଓଡ଼ିଶା ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ପଟ୍ଟନାୟକ ରକ୍ତଦାତାଙ୍କୁ ଗୋଲାପ ଫୁଲ ଦେଇ ଉତ୍ସାହିତ କରିଥିଲେ । ରକ୍ତ ଅଭାବରୁ ଜୀବନ ଯିବା ପରେ ୨୦୦୭ ମସିହାରୁ ପ୍ରଥମ କରି ରକ୍ତଦାନ ଶିବିର ଆରମ୍ଭ ହୋଇଥିଲା । ପରେ ଗ୍ରାମବାସୀ ଏହାକୁ ମହୋତ୍ସବ ଭାବେ ପାଳନ କରିଆସୁଛନ୍ତି ।୨୦୧୪ ମସିହାରେ ୪୧୪ ୟୁନିଟ ରକ୍ତ ସଂଗ୍ରହ କରି ସାରା ରାଜ୍ୟରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଠାରୁ ପୁରସ୍କୃତ ହୋଇଛି ଏହି ଗ୍ରାମ । ଏଥିରେ ୧୨୦ଜଣ ମହିଳା ରକ୍ତଦାନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ