Masthead

ରକ୍ତଦାନ ଶିବିର ମହୋତ୍ସବ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଦୀର୍ଘ ୧୩ ବର୍ଷ ହେବ ପାଳନ କରିଆସୁଛନ୍ତି ଜରସିଂହା ଗ୍ରାମବାସୀ ରକ୍ତଦାନ ଶିବିର ମହୋତ୍ସବ । ମହୋତ୍ସବରେ ଆମ ଓଡ଼ିଶା ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ପଟ୍ଟନାୟକ ରକ୍ତଦାତାଙ୍କୁ ଗୋଲାପ ଫୁଲ ଦେଇ ଉତ୍ସାହିତ କରିଥିଲେ । ରକ୍ତ ଅଭାବରୁ ଜୀବନ ଯିବା ପରେ ୨୦୦୭ ମସିହାରୁ ପ୍ରଥମ କରି ରକ୍ତଦାନ ଶିବିର ଆରମ୍ଭ ହୋଇଥିଲା । ପରେ ଗ୍ରାମବାସୀ ଏହାକୁ ମହୋତ୍ସବ ଭାବେ ପାଳନ କରିଆସୁଛନ୍ତି ।୨୦୧୪ ମସିହାରେ ୪୧୪ ୟୁନିଟ ରକ୍ତ ସଂଗ୍ରହ କରି ସାରା ରାଜ୍ୟରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଠାରୁ ପୁରସ୍କୃତ ହୋଇଛି ଏହି ଗ୍ରାମ । ଏଥିରେ ୧୨୦ଜଣ ମହିଳା ରକ୍ତଦାନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର