Masthead

ପଞ୍ଜାବରେ ସ୍ଥିତି ଅଣାୟତ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ପଞ୍ଜାବରେ କରୋନା ସ୍ଥିତି ମଧ୍ୟ ଅଣାୟତ । ଅମୃତସରର ନୀଳକଣ୍ଠ ହସପିଟାଲରେ ଅକ୍ସିଜେନ୍ ଅଭାବରୁ ୫କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ହସ୍ପିଟାଲରେ ୪୮ଘଣ୍ଟା ହେବ ଅକ୍ସିଜେନ୍ ନଥିବାରୁ ରୋଗୀସେବା ଗୁରୁତର ପ୍ରଭାବିତ ହେଉଛି । ଡାକ୍ତରଖାନା କର୍ତ୍ତୃପକ୍ଷ ନୂଆ ରୋଗୀଙ୍କୁ ଗ୍ରହଣ କରୁନଥିବା ବେଳେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଅନ୍ୟତ୍ର ଚାଲିଯିବାକୁ ପରାମର୍ଶ ଦେଉଛନ୍ତି । ଅକ୍ସିଜେନ୍ ଯୋଗାଇଦେବାକୁ ଡାକ୍ତରଖାନା କର୍ତ୍ତୃପକ୍ଷ ସ୍ଥାନୀୟ ପ୍ରଶାସନ ନିକଟରେ ଗୁହାରି କରିଥିଲେ । ସରକାରୀ ଡାକ୍ତରଖାନାକୁ ପ୍ରଥମେ ଅକ୍ସିଜେନ୍ ଦିଆଯିବ ପରେ ଘରୋଇ ଡାକ୍ତରଖାନାକୁ ଦିଆଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯିବା ପରେ ନୀଳକଣ୍ଠ ହସପିଟାଲ କର୍ତ୍ତୃପକ୍ଷ ମୁଣ୍ଡରେ ହାତଦେଇ ବସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ