Masthead

ସୋରରେ ଦେଖାଦେଇଛି ସାପ ଆତଙ୍କ, ୨୧ ଗୁରୁତର

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ) ସୋରରେ ସାପ ଆତଙ୍କ । ସାପ କାମୁଡ଼ାରେ ୨୧ ଗୁରୁତର । ଭୟରେ ସରୋ ଅଞ୍ଚଳ ବାସୀ । ଆଜି ୩ଜଣଙ୍କୁ କାମୁଡ଼ିଥିବା ବେଳେ ମଙ୍ଗଳ ବାର ଦିନ ୧୮ ଜଣଙ୍କୁ ସାପ କାମୁଡ଼ିଛି ।ଫଳରେ ୨୪ ଘଣ୍ଟାରେ ସୋରର ବିଭିନ୍ନ ଅଞ୍ଚଳରୁ ସର୍ବମୋଟ ୨୧ଜଣ ସାପ କାମୁଡ଼ାର ଶିକାର ହୋଇଛନ୍ତି । ଆକ୍ରାନ୍ତ ହୋଇଥିବା ସମସ୍ତଙ୍କୁ ଡାକ୍ତରଖାନାକୁ ଅଣାଯାଇ ସମସ୍ତଙ୍କର ରକ୍ତ ପରୀକ୍ଷା କରାଯାଇଥିଲା । ସେମାନଙ୍କ ଭିତରୁ ଜଣେ ନାବାଳିକା ଗୁରୁତର ହୋଇଯିବାରୁ ତାଙ୍କୁ ବାଲେଶ୍ୱର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି ।ତେବେ ସାପର ଏଭଳି ସମସ୍ୟା କୁ ନେଇ ଅଞ୍ଚଳର ଲୋକମାନେ ଖୁବ ବ୍ୟସ୍ତ ବିବ୍ରତ ହୋଇଯାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି