Masthead

ମେ ୩ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମେ ୩ରୁ ମାଟ୍ରିକ ପରୀକ୍ଷା । କୋଭିଡ କଟକଣା ଯୋଗୁଁ ରାଜ୍ୟରେ ବନ୍ଦ ରହିଥିଲା ସମସ୍ତ ଶିକ୍ଷାନୁଷ୍ଠାନ । ଆସନ୍ତା ୮ ତାରିଖରୁ ଖୋଲିବ ସ୍କୁଲ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନେ ପଢିବାକୁ ଯିବେ । ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଆସନ୍ତା ୮ ତାରିଖରୁ ଏପ୍ରିଲ ୨୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ଯିବେ । ସେହିପରି ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନେ ଆସନ୍ତା ୮ ତାରିଖରୁ ଏପ୍ରିଲ ୨୮ ତାରିଖ ପର୍ଯ୍ୟନ୍ତ ଶ୍ରେଣୀ ଗୃହରେ ପାଠ ପଢିବେ ।

ଦଶମ ଶ୍ରେଣୀ ପିଲାମାନଙ୍କ ପ୍ରାଟିକାଲ ପରୀକ୍ଷା ଏପ୍ରିଲ ୨୭ରୁ ମେ୨ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏପ୍ରଲ ୨୯ରୁ ମେ ୧୪ ତାରିଖ ପର୍ଯ୍ୟନ୍ତ ହେବ । ମ୍ୟାଟ୍ରିକ ପରୀକ୍ଷା ମେ ୩ରୁ ଆରମ୍ଭ ହୋଇ ମେ ୧୫ତାରିଖ ପର୍ଯ୍ୟନ୍ତ ଚାଲିବ । ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୧୫ରୁ ଆରମ୍ଭ ହୋଇ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତ୍ୟକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର ଓ ରବିବାରକୁ ମିଶାଇ ୧୦୦ଦିନ ପାଠ ପଢା ହେବ । ରାଜ୍ୟ ସରକାର ଜାରି କରିଥିବା ମାର୍ଗଦର୍ଶିକା ଅନୁଯାୟୀ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ଗୁଡିକ ଖୋଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ