Masthead

ରେଲୱେ ପକ୍ଷରୁ ମିଳିଲା ୨୨.୬୬ କୋଟି କ୍ଷତିପୂରଣ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି । ୬୬୧ଜଣଙ୍କୁ ମିଳିଲା କ୍ଷତିପୂରଣ ରାଶି । ରେଲୱେ ପକ୍ଷରୁ ଦିଆଗଲା କ୍ଷତିପୂରଣ । ରେଲୱେ ଦେଲା ୨୨.୬୬ କୋଟି କ୍ଷତିପୂରଣ । ସାଉଥ ଇଷ୍ଟର୍ଣ୍ଣ ରେଲୱେ ସିପିଆରଓ ଆଦିତ୍ୟ ଚୌଧୁରୀଙ୍କ ସୂଚନା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା