Masthead

୧୯ରେ ଦିଲ୍ଲୀ ଯିବେ ବିଜେପିର ୨୨ ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ବିଧାୟକ ପ୍ରଦୀପ୍ତ ନାୟକଙ୍କ ପ୍ରତିକ୍ରିୟା । କହିଛନ୍ତି ୧୯ରେ ଦିଲ୍ଲୀ ଯାଉଛନ୍ତି ବିଜେପିର ୨୨ ବିଧାୟକ । କେନ୍ଦ୍ର ନେତୃତ୍ବକୁ ଭେଟିବାକୁ ଦିଲ୍ଲୀ ଯିବେ। ପ୍ରଧାନମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କୁ ମଧ୍ୟ ଭେଟି ଭେଟିବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ବିଧାୟକଙ୍କ ସହ ସାଂସଦ ଏବଂ ରାଜ୍ୟ ସଭାପତି ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ରାଜନୀତି ସଂପର୍କରେ କେନ୍ଦ୍ର ନେତୃତ୍ୱଙ୍କୁ ଜଣାଇବେ ବିଧାୟକ। କେନ୍ଦ୍ରୀୟଯୋଜନା ହଡପ ଏବଂ କେନ୍ଦ୍ରୀୟ ଯୋଜନାରେ ମୋଦି ଫଟୋ ନଲଗାଇବା ଏନେଇ ଅବଗତ କରିବେ ବୋଲି ସୂଚନା ଦେଇଛନ୍ତି ବିଧାୟକ ପ୍ରଦୀପ୍ତ ନାୟକ। ଏହା ସହ ବିଜେପି ସହ ମେଣ୍ଟ ହେବ ବୋଲି ପ୍ରଚାର କରି ବିଜେପି କର୍ମୀଙ୍କ ମନୋବଳ ଭାଙ୍ଗୁଛି ବିଜେଡି। ଏ ବିଷୟରେ ମଧ୍ୟ କେନ୍ଦ୍ର ନେତୃତ୍ଵଙ୍କୁ ଅବଗତ କରିବେ ବିଧାୟକ। ମୋଦିଙ୍କ ଗସ୍ତ ସମୟରେ ପରିବର୍ତ୍ତନ ହୋଇଛି । ଦିଲ୍ଲୀରୁ ବିଧାୟକଙ୍କୁ ଡାକରାକୁ ନେଇ ମୋଦିଙ୍କ ଗସ୍ତ ସମୟ ପରିବର୍ତ୍ତନ ହୋଇଛି । ନିକଟରେ ଦଳ ଧରି ଦିଲ୍ଲୀ ଯାଇଥିଲେ ରାଜ୍ୟ ସଭାପତି ମନମୋହନ ସାମଲ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା